କମଳାକାନ୍ତ ଲେଙ୍କା

ଉଇକିପିଡ଼ିଆ ରୁ
Jump to navigation Jump to search
କମଳାକାନ୍ତ ଲେଙ୍କା
ଜନ୍ମ ଓ ଜନ୍ମସ୍ଥାନ ୧୯ ନଭେମ୍ବର ୧୯୩୫(1935-11-19)
ଇଚ୍ଛାପୁର, ଭଦ୍ରକ ଜିଲ୍ଲା
ମୃତ୍ୟୁ ୧୯୯୯
ଜାତୀୟତା ଭାରତୀୟ
ପୁରସ୍କାର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର

କମଳାକାନ୍ତ ଲେଙ୍କା (୧୯ ନଭେମ୍ବର ୧୯୩୫[୧]- ୧୯୯୯) ଓଡ଼ିଶାର ଜଣେ ଅଧ୍ୟାପକ ଓ କବି । [୨] ଭଦ୍ରକ ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ବିଶ୍ଵଭାରତୀ ବିଶ୍ଵବିଦ୍ୟାଳୟରୁ ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ ।

ରଚନାବଳୀ[ସମ୍ପାଦନା]

କବିତା ସଙ୍କଳନ[ସମ୍ପାଦନା]

  • ଅନ୍ତତଃ ନିଶ୍ଚୂପ (୧୯୭୬)
  • କବିତାର ମୁହଁ (୧୯୭୪)
  • ସ୍ମରଣ ବିସ୍ମରଣ (୧୯୭୩)
  • ଉତ୍ତରଣ (୧୯୬୭)
  • ପ୍ରୀତି ଓ ପ୍ରତୀତି (୧୯୬୩)
  • ସୁନା ଫସଲ (୧୯୫୮)
  • ସ୍ରୋତର ନାମ ଋତ
  • ଅନ୍ତତଃ ନିଶ୍ଚିତ
  • ନିତ୍ୟ ନିୟମିତ
  • ନିଜ ସହ ଗୋଟେ ସାକ୍ଷାତକାର
  • ଖସିବାର ବେଳ
  • ଗୀତ ଗାଆନାରେ ପକ୍ଷୀ
  • କମଳାକାନ୍ତଙ୍କ ଶ୍ରେଷ୍ଠ କବିତା
  • ପାଦେ ଆଗକୁ
  • ଦୁଃଖ ସହ କଥାବାର୍ତ୍ତା
  • କବିର ଡାଏରୀ
  • ଚିରାୟତ

ସମ୍ମାନ ଓ ପୁରସ୍କାର[ସମ୍ପାଦନା]

  • ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର[୩], ୧୯୮୦ (ସ୍ରୋତର ନାମ ଋତ)
  • ବିଷୁବ ମିଳନ ପୁରସ୍କାର, ୧୯୭୯

ଟୀକା[ସମ୍ପାଦନା]

  1. Kartik Chandra Dutt (୧୯୯୯). Who's who of Indian Writers, ୧୯୯୯: A-M. Sahitya Akademi. pp. ୬୭୦–. ISBN ୯୭୮-୮୧-୨୬୦-୦୮୭୩-୫. 
  2. ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୩୨୩
  3. "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପୁରସ୍କୃତ ପୁସ୍ତକ ଓ ଲେଖକ". ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର. Retrieved 21 March 2017.