ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ


ଓଡ଼ିଆ ଉଇକିପିଡ଼ିଆ
ଏକ ଖୋଲା ଜ୍ଞାନକୋଷ
Crystal Clear app tutorials.png କିପରି ଟାଇପ କରିବେ ଜାଣିବା ନିମନ୍ତେ ଏଥିରେ କ୍ଳିକ କରନ୍ତୁ

ଆଲୋଚନା ସଭାଇ-ମେଲରେ ଯୋଗାଯୋଗଲଗ ଇନ/ନୂଆ ଖାତାଟିଏ ଖୋଲିବେ

 
Communauté silhouette.svg ନୂଆ ପ୍ରସଙ୍ଗଟିଏ ଗଢ଼ିବା ଶିଖନ୍ତୁ

ଆରମ୍ଭକିଛି ଜାଣିବା କଥାଲେଖିବାରେ ସହଯୋଗଦରକାରୀ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗ ତାଲିକା

ଖୋଜିବାକୁ ଚାହୁଁଥିବା ପ୍ରସଙ୍ଗର ପ୍ରଥମ ଅକ୍ଷର ଉପରେ କିମ୍ବା ଶ୍ରେଣୀ ଉପରେ କ୍ଳିକ କରନ୍ତୁ ।

୦-୯
ଶ୍ରେଣୀ କ୍ଷ ଜ୍ଞ ଶ୍ରୀ ଓଁ
ନୂଆ ପୃଷ୍ଠାର ନାମ ଲେଖନ୍ତୁ:


 ପୂର୍ବରୁ ଥିବା ପ୍ରସଙ୍ଗ ସବୁକୁ ଆପଣ ଅଧିକ ତଥ୍ୟ ଯୋଡ଼ି ଉନ୍ନତ କରିପାରିବେ ବା ନୂଆ ପ୍ରସଙ୍ଗ ତିଆରି କରିପାରିବେ

ବଳିଆ_କୁକୁର

ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର[୨], ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର[୩] ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ[୪], କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।

ପୁରା ପଢନ୍ତୁ...


ନଭେମ୍ବର

ଜନ୍ମ

ମୃତ୍ୟୁ

ପର୍ବପର୍ବାଣୀ

ବୌଦ୍ଧ ଜିଲ୍ଲାର ରାମନାଥ ମନ୍ଦିର
ବୌଦ୍ଧ ଜିଲ୍ଲାର ରାମନାଥ ମନ୍ଦିର
ସ୍ଵତ୍ତ୍ଵାଧିକାରୀ: ଏ ଜେ କୁମାର


ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର

ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା)    କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର)    Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର)    ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ ଓ ବିଶେଷଣ ପୋଥି)    ଉଇକିକଥା ଉଇକିକଥା (ଢଗଢମାଳି ଓ ବିଶେଷ କଥା)    ଉଇକିପାଠାଗାର ଉଇକିପାଠାଗାର (ମାଗଣା ପଢ଼ାଘର)    ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ)    ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି ଓ ମାନୁଆଲ)    ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା)    ଉଇକି ମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ ଓ ଉପକରଣ)    ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)




 ଉପରକୁ ଯିବେପୁନ ଲୋଡ଼ଉଇକିମିଡ଼ିଆ ଭାରତ ପୋର୍ଟାଲପରିସଂଖ୍ୟାନଆଲୋଚନା ସଭାଯୋଗାଯୋଗFacebook icon.svg ଫେସବୁକTwitter.svg ଟୁଇଟର